ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ ।
2. ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି ।
3. ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
4. ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର ।
5. କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
6. ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ ।
7. ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ ।
8. ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି ।
9. ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ ।
10. ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 150
ଗୀତସଂହିତା 6:136
1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ । 2 ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି । 3 ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ? 4 ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର । 5 କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? 6 ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ । 7 ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ । 8 ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି । 9 ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ । 10 ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 6 / 150
Common Bible Languages
West Indian Languages
×

Alert

×

oriya Letters Keypad References