1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
|
2. କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି ।
|
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ ।
|