ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ ।
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ ।
3. ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି ।
4. ଜଳରାଶିର ଧ୍ଵନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ ।
5. ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା ।

Notes

No Verse Added

Total 150 Chapters, Current Chapter 93 of Total Chapters 150
ଗୀତସଂହିତା 93
1. ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ପାରେ
2. ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ
3. ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି
4. ଜଳରାଶିର ଧ୍ଵନି ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ଵସ୍ଥ ସଦାପ୍ରଭୁ ବଳବାନ
5. ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା
Total 150 Chapters, Current Chapter 93 of Total Chapters 150
×

Alert

×

oriya Letters Keypad References