ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2. ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3. ସମୁଦ୍ର ତାହା ଦେଖି ପଳାଇଲାନ୍ତ ଯର୍ଦ୍ଦନ ଉଜାଣି ବହିଲା ।
4. ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ ।
5. ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
6. ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
7. ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ଵରଙ୍କ ଛାମୁରେ କମ୍ପିତ ହୁଅ;
8. ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ ।

Notes

No Verse Added

Total 150 Chapters, Current Chapter 114 of Total Chapters 150
ଗୀତସଂହିତା 114:22
1. ଯେତେବେଳେ ଇସ୍ରାଏଲ ମିସରରୁ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2. ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3. ସମୁଦ୍ର ତାହା ଦେଖି ପଳାଇଲାନ୍ତ ଯର୍ଦ୍ଦନ ଉଜାଣି ବହିଲା
4. ପର୍ବତଗଣ ମେଷ ପରି ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ
5. ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
6. ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
7. ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ଵରଙ୍କ ଛାମୁରେ କମ୍ପିତ ହୁଅ;
8. ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ
Total 150 Chapters, Current Chapter 114 of Total Chapters 150
×

Alert

×

oriya Letters Keypad References