ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।
2. ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
3. ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ ।
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ ।
5. ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି ।
6. ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି ।
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 150
ଗୀତସଂହିତା 14:77
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ । 2 ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ । 3 ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ । 4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ । 5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି । 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି । 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 150
Common Bible Languages
West Indian Languages
×

Alert

×

oriya Letters Keypad References