ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2. ପ୍ରଭୁତ୍ଵ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି ।
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
4. ତେବେ ମନୁଷ୍ୟ କିରୂପେ ପରମେଶ୍ଵରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିରୂପେ ଶୁଚି ହୋଇ ପାରିବ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?

Notes

No Verse Added

Total 42 Chapters, Current Chapter 25 of Total Chapters 42
ଆୟୁବ ପୁସ୍ତକ 25:34
1. ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2. ପ୍ରଭୁତ୍ଵ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ହୁଏ?
4. ତେବେ ମନୁଷ୍ୟ କିରୂପେ ପରମେଶ୍ଵରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିରୂପେ ଶୁଚି ହୋଇ ପାରିବ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କʼଣ! କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?
Total 42 Chapters, Current Chapter 25 of Total Chapters 42
×

Alert

×

oriya Letters Keypad References