ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ । ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ ।
2. ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର ।
3. ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
4. ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ।
5. ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ । ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ ।
6. ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି ।
7. ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି ।

Notes

No Verse Added

Total 150 Chapters, Current Chapter 120 of Total Chapters 150
ଗୀତସଂହିତା 120:18
1. ଆରୋହଣ ଗୀତ ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ
2. ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର
3. ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
4. ବୀରର ତୀକ୍ଷ୍ଣ ତୀର ରେତମ କାଷ୍ଠର ଅଙ୍ଗାର
5. ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ
6. ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି
7. ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି
Total 150 Chapters, Current Chapter 120 of Total Chapters 150
×

Alert

×

oriya Letters Keypad References