ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ ।
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି ।
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ ।
4. ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର ।
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,

Notes

No Verse Added

Total 150 Chapters, Current Chapter 125 of Total Chapters 150
ଗୀତସଂହିତା 125:1
1. ଆରୋହଣ-ଗୀତ ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ
4. ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,
Total 150 Chapters, Current Chapter 125 of Total Chapters 150
×

Alert

×

oriya Letters Keypad References