ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2. ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3. ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ ।
4. ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ ।
5. ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
6. ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍;
7. ନୋଗହ ଓ ନେଫଗ୍ ଓ ଯାଫୀୟ;
8. ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ ।
9. ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା ।
10. ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ;
11. ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;
12. ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;
13. ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
14. ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ ।
15. ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ ।
16. ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ ।
17. ବନ୍ଦୀ ଯିକନୀୟର ସନ୍ତାନଗଣ;
18. ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍‍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ ।
19. ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା ।
20. ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ ।
21. ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ ।
22. ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ ।
23. ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ ।
24. ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 29
1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; 2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ । 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ । 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; 6 ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍; 7 ନୋଗହ ଓ ନେଫଗ୍ ଓ ଯାଫୀୟ; 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ । 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା । 10 ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ; 11 ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; 12 ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; 13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; 14 ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ । 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ । 16 ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ । 17 ବନ୍ଦୀ ଯିକନୀୟର ସନ୍ତାନଗଣ; 18 ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍‍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ । 19 ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା । 20 ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ । 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ । 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ । 23 ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ । 24 ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 29
×

Alert

×

Oriya Letters Keypad References