ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ ।
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା । କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି ।
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର ।
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ ।
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;

Notes

No Verse Added

Total 150 Chapters, Current Chapter 127 of Total Chapters 150
ଗୀତସଂହିତା 127:23
1. ଆରୋହଣ-ଗୀତ; ଶଲୋମନଙ୍କ-ରଚିତ ସଦାପ୍ରଭୁ ଯେବେ ଗୃହ ନିର୍ମାଣ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Total 150 Chapters, Current Chapter 127 of Total Chapters 150
×

Alert

×

oriya Letters Keypad References