ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି ।
2. ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ ।
3. ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4. ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି ।
5. ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6. ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7. ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8. ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।

Notes

No Verse Added

Total 150 Chapters, Current Chapter 130 of Total Chapters 150
ଗୀତସଂହିତା 130
1. ଆରୋହଣ-ଗୀତ ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି
2. ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ
3. ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
4. ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି
5. ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
6. ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
7. ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
8. ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ
Total 150 Chapters, Current Chapter 130 of Total Chapters 150
×

Alert

×

oriya Letters Keypad References