1. ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
|
4. ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ ।
|
5. ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
|
19. ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା ।
|
21. ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ ।
|
24. ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ ।
|