ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ । ହେ ସ୍ଵର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରେ ।
2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ ।
3. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ ।
4. ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି ।

Notes

No Verse Added

Total 150 Chapters, Current Chapter 123 of Total Chapters 150
ଗୀତସଂହିତା 123:27
1. ଆରୋହଣ-ଗୀତ ହେ ସ୍ଵର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରେ
2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ
3. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ
4. ସୁଖଶାଳୀମାନଙ୍କ ଉପହାସରେ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି
Total 150 Chapters, Current Chapter 123 of Total Chapters 150
×

Alert

×

oriya Letters Keypad References