ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ ।
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି ।
3. ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 131 / 150
ଗୀତସଂହିତା 131:136
1 ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ । 2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି । 3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 131 / 150
Common Bible Languages
West Indian Languages
×

Alert

×

oriya Letters Keypad References