6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆ ଯାଇଥିଲେ।
|
8. ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
|
13. ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
|
32. ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
|
33. ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
|
36. ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
|
38. ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର।
|
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍ର ସନ୍ତାନ। PE
|