ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ;
2. ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।
3. ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
4. ଅବୀଶୂୟ, ନାମାନ୍‍, ଆହୋହ,
5. ଗେରା, ଶଫୂଫନ୍‍ ଓ ହୂରମ୍‍।
6. ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆ ଯାଇଥିଲେ।
7. ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।
8. ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ।
9. ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍,
10. ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।
11. ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍‍ପାଲକୁ ଜାତ କଲା।
12. ଆଉ ଇଲ୍‍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍,
13. ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।
14. ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,
15. ସବଦୀୟ, ଅରାଦ୍‍, ଏଦର,
16. ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;
17. ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍‍କି, ହେବର,
18. ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍‍ପାଲର ପୁତ୍ର ଥିଲେ।
19. ଆଉ ଶିମୀୟିର ପୁତ୍ର ଯାକୀମ୍‍, ସିଖ୍ରି, ସବ୍‍ଦି,
20. ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,
21. ଅଦାୟା, ବରାୟା ଓ ଶିମ୍ରତ୍‍;
22. ଆଉ ଶାଶକ୍‍ର ପୁତ୍ର ଯିଶ୍ପନ୍‍, ଏବର, ଇଲୀୟେଲ୍‍,
23. ଅବଦୋନ୍‍, ସିଖ୍ରି, ହାନନ୍‍,
24. ହନାନୀୟ, ଏଲମ୍‍, ଅନ୍ତୋଥୀୟ,
25. ଯିଫଦୀୟ ଓ ପନୂୟେଲ;
26. ଆଉ, ଯିରୋହମର ସନ୍ତାନ ଶମ୍‍ଶରୟ, ଶହରୀୟ, ଅଥଲୀୟ,
27. ଯାରିଶୀୟ, ଏଲୀୟ ଓ ସିଖ୍ରି;
28. ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
29. ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
30. ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍,
31. ଗଦୋର୍‍, ଅହୀୟୋ ଓ ସଖର;
32. ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
33. ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
34. ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା।
35. ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।
36. ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା।
37. ମୋତ୍‍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ;
38. ପୁଣି, ଆତ୍‍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍‍ସେଲର ପୁତ୍ର।
39. ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।
40. ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ। [PE]

Notes

No Verse Added

Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 29
ପ୍ରଥମ ବଂଶାବଳୀ 8:60
1 ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ; 2 ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା। 3 ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, 4 ଅବୀଶୂୟ, ନାମାନ୍‍, ଆହୋହ, 5 ଗେରା, ଶଫୂଫନ୍‍ ଓ ହୂରମ୍‍। 6 ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆ ଯାଇଥିଲେ। 7 ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା। 8 ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ। 9 ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍, 10 ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ। 11 ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍‍ପାଲକୁ ଜାତ କଲା। 12 ଆଉ ଇଲ୍‍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍, 13 ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ। 14 ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍, 15 ସବଦୀୟ, ଅରାଦ୍‍, ଏଦର, 16 ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ; 17 ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍‍କି, ହେବର, 18 ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍‍ପାଲର ପୁତ୍ର ଥିଲେ। 19 ଆଉ ଶିମୀୟିର ପୁତ୍ର ଯାକୀମ୍‍, ସିଖ୍ରି, ସବ୍‍ଦି, 20 ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍, 21 ଅଦାୟା, ବରାୟା ଓ ଶିମ୍ରତ୍‍; 22 ଆଉ ଶାଶକ୍‍ର ପୁତ୍ର ଯିଶ୍ପନ୍‍, ଏବର, ଇଲୀୟେଲ୍‍, 23 ଅବଦୋନ୍‍, ସିଖ୍ରି, ହାନନ୍‍, 24 ହନାନୀୟ, ଏଲମ୍‍, ଅନ୍ତୋଥୀୟ, 25 ଯିଫଦୀୟ ଓ ପନୂୟେଲ; 26 ଆଉ, ଯିରୋହମର ସନ୍ତାନ ଶମ୍‍ଶରୟ, ଶହରୀୟ, ଅଥଲୀୟ, 27 ଯାରିଶୀୟ, ଏଲୀୟ ଓ ସିଖ୍ରି; 28 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ। 29 ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା। 30 ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍, 31 ଗଦୋର୍‍, ଅହୀୟୋ ଓ ସଖର; 32 ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। 33 ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ। 34 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା। 35 ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌। 36 ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା। 37 ମୋତ୍‍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍‍ସେଲ; 38 ପୁଣି, ଆତ୍‍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍‍ସେଲର ପୁତ୍ର। 39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍। 40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 29
Common Bible Languages
West Indian Languages
×

Alert

×

oriya Letters Keypad References