ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ
1. {ମର୍ଦ୍ଦଖୟଙ୍କର ମହାନତା} [PS] ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
2. ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ। [PE]

Notes

No Verse Added

Total 10 Chapters, Current Chapter 10 of Total Chapters 10
1 2 3 4 5 6 7 8 9 10
ଏଷ୍ଟର ବିବରଣ 10:1
1. {ମର୍ଦ୍ଦଖୟଙ୍କର ମହାନତା} PS ସେହି ଅକ୍ଷଶ୍ୱେରଶ ରାଜା ଦେଶ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
2. ପୁଣି, ତାହାର ପରାକ୍ରମ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ। PE
Total 10 Chapters, Current Chapter 10 of Total Chapters 10
1 2 3 4 5 6 7 8 9 10
×

Alert

×

oriya Letters Keypad References