ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ
1. {#1ମର୍ଦ୍ଦଖୟଙ୍କର ମହାନତା } [PS]ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
2. ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।[PE]
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 10
1 2 3 4 5 6 7 8 9 10
ମର୍ଦ୍ଦଖୟଙ୍କର ମହାନତା 1 ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ। 2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ ? 3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 10
1 2 3 4 5 6 7 8 9 10
×

Alert

×

Oriya Letters Keypad References