ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
2. {ହୋଶେୟଙ୍କ ଭାର୍ଯ୍ୟା ଏବଂ ସନ୍ତାନଗଣ} [PS] ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, [QBR] “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ [QBR] ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; [QBR] କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” [QBR]
3. ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା। [QBR]
4. ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, [QBR] “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; [QBR] କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ [QBR] ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା [QBR] ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। [QBR]
5. ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ [QBR] ଇସ୍ରାଏଲର ଧନୁ ଭଗ୍ନ କରିବା।” [PE][PS]
6. ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। [QBR] ଆଉ, ସଦାପ୍ରଭୁ ତାହାକୁ କହିଲେ, [QBR] “ତୁମ୍ଭେ ତାହାର ନାମ ଲୋ-ରୁହାମା [* ଲୋ-ରୁହାମା ଅର୍ଥାତ୍ ଅଦୟା ପାତ୍ରୀ] ରଖ; [QBR] କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ [QBR] ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। [QBR]
7. ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା [QBR] ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା [QBR] ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି [QBR] ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।” [PE][PS]
8. ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। [QBR]
9. ତହିଁରେ ସଦାପ୍ରଭୁ କହିଲେ, [QBR] “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; [QBR] କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ [QBR] ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” [QBR]
10. ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା [QBR] ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; [QBR] ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, [QBR] “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, [QBR] ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, [QBR] “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” [PE][PS]
11. ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ [QBR] ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ [QBR] ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; [QBR] କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ। [PE]

Notes

No Verse Added

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 14
1 2 3 4 5 6 7 8 9 10 11 12 13 14
ହୋଶେୟ 1:15
1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। ହୋଶେୟଙ୍କ ଭାର୍ଯ୍ୟା ଏବଂ ସନ୍ତାନଗଣ 2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” 3 ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା। 4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। 5 ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।” 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା * ଲୋ-ରୁହାମା ଅର୍ଥାତ୍ ଅଦୟା ପାତ୍ରୀ ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। 7 ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।” 8 ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। 9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” 11 ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 14
1 2 3 4 5 6 7 8 9 10 11 12 13 14
Common Bible Languages
West Indian Languages
×

Alert

×

oriya Letters Keypad References