ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ
1. ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
2. “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?
4. ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ? [PE]

Notes

No Verse Added

Total 42 Chapters, Current Chapter 25 of Total Chapters 42
ଆୟୁବ ପୁସ୍ତକ 25:35
1. ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
2. “ପ୍ରଭୁତ୍ୱ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ହୁଏ ?
4. ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କ’ଣ ! କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ? PE
Total 42 Chapters, Current Chapter 25 of Total Chapters 42
×

Alert

×

oriya Letters Keypad References