ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଆୟୁବ ପୁସ୍ତକ
1. {ବିଲ୍‍ଦଦ୍‍ - ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ } [PS]ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
2. “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
3. ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ?
4. ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
5. ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି;
6. ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ? [PE]
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 42
1 {ବିଲ୍‍ଦଦ୍‍ - ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ } ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, 2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି ? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ ? 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ? 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହଁନ୍ତି; 6 ତେବେ କୀଟମାତ୍ର ମନୁଷ୍ୟ କ’ଣ ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କ’ଣ ?
Total 42 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 42
×

Alert

×

Oriya Letters Keypad References