3. (କାରଣ ଏବେ ହେଁ ମୋର ଜୀବନ ମୋ’ ମଧ୍ୟରେ ସୁସ୍ଥ ଅଛି ଓ ମୋ’ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,
|
5. ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
|
6. ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋ’ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
|
11. ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
|
13. ପରମେଶ୍ୱରଙ୍କ ନିକଟରେ ଦୁଷ୍ଟଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାର ପ୍ରାପ୍ତ ହୁଅନ୍ତି।
|
14. ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
|
15. ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର * ସେମାନଙ୍କର କିମ୍ବା ତାହାର ବିଧବାମାନେ କିଛି ବିଳାପ କରିବେ ନାହିଁ।
|