2. “ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ ? ଅବା କହୁଅଛ ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ ?
|
3. ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ ?
|
6. ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର ? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର ?
|
10. ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
|
11. ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି ? ଏହା କେହି ନ କହେ।
|
14. ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
|