2. ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
|
3. ଯେଉଁ ଦରିଦ୍ର ଲୋକ * ଦରିଦ୍ର ଲୋକ ଶାସକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
|
4. ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
|
7. ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
|
8. ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
|
10. ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
|
13. ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
|
14. ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, † ଭୟ ରଖେ, ସଦାପ୍ରଭୁଙ୍କୁ ଭୟ କରେ ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
|
19. ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
|
27. ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ‡ ଯେ ଆପଣା ଚକ୍ଷୁ ମୁଦେ, ଯେ ସାହାଯ୍ୟ କରିବାକୁ ମନା କରେ ସେ ଅନେକ ଅଭିଶାପ ପାଇବ।
|
28. ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି। PE
|