ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#3ପ୍ରଥମ ଖଣ୍ଡ [BR]1:1—41:13 }{#1ସଫଳତାର ପଥ } [QS]ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, [QE][QS]ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, [QE][QS]କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, [QE]
2. [QS]ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ [QE][QS]ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। [QE]
3. [QS]ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, [QE][QS]ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ [QE][QS]ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; [QE][QS]ପୁଣି, ସେ ଯାହା କରେ, ତାହା ସଫଳ ହେବ। [QE]
4. [QS]ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; [QE][QS]ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। [QE]
5. [QS]ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା [QE][QS]ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। [QE]
6. [QS]କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର [QE][QS]ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
ପ୍ରଥମ ଖଣ୍ଡ
1:1—41:13
ସଫଳତାର ପଥ
1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4 ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 150
×

Alert

×

Oriya Letters Keypad References