ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସ୍ତୁତିଗାନ } [QS]
2. [PS]*ଧନ୍ୟବାଦାର୍ଥକ ଗୀତ। *[PE][PBR]ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। *[PE][QS]ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; [QE][QS]ଗାନ କରି ତାହାଙ୍କ ଛାମୁକୁ ଆସ। [QE]
3. [QS]ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; [QE][QS]ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; [QE][QS]ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। [QE]
4. [QS]ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ [QE][QS]ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; [QE][QS]ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। [QE]
5. [QS]କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE][QS]ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
ସ୍ତୁତିଗାନ 1 2 *ଧନ୍ୟବାଦାର୍ଥକ ଗୀତ। *ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। *ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
×

Alert

×

Oriya Letters Keypad References