ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତିଗାନ} [PS] ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। [QBR]
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; [QBR] ଗାନ କରି ତାହାଙ୍କ ଛାମୁକୁ ଆସ। [QBR]
3. ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; [QBR] ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; [QBR] ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। [QBR]
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ [QBR] ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; [QBR] ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। [QBR]
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR] ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। [PE]

Notes

No Verse Added

Total 150 Chapters, Current Chapter 100 of Total Chapters 150
ଗୀତସଂହିତା 100:143
1. {ସ୍ତୁତିଗାନ} PS ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;
ଗାନ କରି ତାହାଙ୍କ ଛାମୁକୁ ଆସ।
3. ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;
ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଆମ୍ଭେମାନେ ତାହାଙ୍କର ଅଟୁ;
ଆମ୍ଭେମାନେ ତାହାଙ୍କର ଲୋକ ତାହାଙ୍କ ଚରାସ୍ଥାନର ମେଷ।
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ତାହାଙ୍କ ନାମର ଗୁଣାନୁବାଦ କର।
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। PE
Total 150 Chapters, Current Chapter 100 of Total Chapters 150
×

Alert

×

oriya Letters Keypad References