ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତିଗାନ} [PS] ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। [QBR]
2. ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; [QBR] ଗାନ କରି ତାହାଙ୍କ ଛାମୁକୁ ଆସ। [QBR]
3. ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; [QBR] ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; [QBR] ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। [QBR]
4. ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ [QBR] ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; [QBR] ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। [QBR]
5. କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR] ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
ଗୀତସଂହିତା 100:65
ସ୍ତୁତିଗାନ 1 ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 100 / 150
Common Bible Languages
West Indian Languages
×

Alert

×

oriya Letters Keypad References