ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ରାଜାଙ୍କ ପ୍ରତିଜ୍ଞା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। *[PE][QS]ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। *[PE][QS]ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; [QE][QS]ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? [QE][QS]ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। [QE]
3. [QS]ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; [QE][QS]ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; [QE][QS]ତାହା ମୋ’ଠାରେ ଲିପ୍ତ ହେବ ନାହିଁ। [QE]
4. [QS]କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; [QE][QS]ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। [QE]
5. [QS]ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; [QE][QS]ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। [QE]
6. [QS]ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। [QE][QS]ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। [QE]
7. [QS]ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। [QE][QS]ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। [QE]
8. [QS]ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା [QE][QS]ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
ରାଜାଙ୍କ ପ୍ରତିଜ୍ଞା 1 2 *ଦାଉଦଙ୍କର ଗୀତ। *ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। *ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। *ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ। 4 କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। 6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। 7 ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। 8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 101 / 150
×

Alert

×

Oriya Letters Keypad References