ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଶତ୍ରୁ କବଳରୁ ରକ୍ଷା ନିମିତ୍ତ ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗାନାର୍ଥକ ଗୀତ। *[PE][PBR]ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; *[PE][QS]ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି। *[PE][QS]ହେ ନେବଲ ଓ ବୀଣେ, ଜାଗ; [QE][QS]ମୁଁ ନିଜେ ଅତି ପ୍ରଭାତରେ ଜାଗିବି। [QE]
3. [QS]ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି [QE][QS]ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। [QE]
4. [QS]ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ [QE][QS]ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ; [QE]
5. [QS]ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ [QE][QS]ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ। [QE]
6. [QS]ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ [QE][QS]ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ। [QE]
7. [QS]ପରମେଶ୍ୱର ଆପଣା ପବିତ୍ରତାରେ[* ପବିତ୍ରତାରେ କିମ୍ବା ପବିତ୍ର ସ୍ଥାନରୁ ] କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; [QE][QS]ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍‍କୋତ ଉପତ୍ୟକା ମାପିବି। [QE]
8. [QS]ଗିଲୀୟଦ ମୋହର; ମନଃଶି ମୋହର; [QE][QS]ଇଫ୍ରୟିମ ମଧ୍ୟ ମୋ’ ମସ୍ତକର ଆଶ୍ରୟ; [QE][QS]ଯିହୁଦା ମୋହର ରାଜଦଣ୍ଡ। [QE]
9. [QS]ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର; [QE][QS]ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। [QE][QS]ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି। [QE]
10. [QS]କିଏ ମୋତେ ଦୃଢ଼ ନଗରକୁ ଆଣିବ ? [QE][QS]କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି ?” [QE]
11. [QS]ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? [QE][QS]ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। [QE]
12. [QS]ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; [QE][QS]କାରଣ ମନୁଷ୍ୟର ସାହାଯ୍ୟ ବୃଥା। [QE]
13. [QS]ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; [QE][QS]ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 108 / 150
ଶତ୍ରୁ କବଳରୁ ରକ୍ଷା ନିମିତ୍ତ ପ୍ରାର୍ଥନା 1 2 *ଦାଉଦଙ୍କର ଗାନାର୍ଥକ ଗୀତ। *ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; *ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି। *ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି। 3 ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। 4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ; 5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ। 6 ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ। 7 ପରମେଶ୍ୱର ଆପଣା ପବିତ୍ରତାରେ* ପବିତ୍ରତାରେ କିମ୍ବା ପବିତ୍ର ସ୍ଥାନରୁ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍‍କୋତ ଉପତ୍ୟକା ମାପିବି। 8 ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋ’ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ। 9 ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି। 10 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି ?” 11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। 12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା। 13 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 108 / 150
×

Alert

×

Oriya Letters Keypad References