ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁଙ୍କଠାରେ ନିର୍ଭର } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; *[PE][QS]ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, [QE][QS]ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? [QE]
2. [QS]କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, [QE][QS]ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। [QE]
3. [QS]ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, [QE][QS]ତେବେ ଧାର୍ମିକ କ’ଣ କରି ପାରିବ ? [QE]
4. [QS]ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, [QE][QS]ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, [QE][QS]ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ। [QE]
5. [QS]ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; [QE][QS]ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। [QE]
6. [QS]ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; [QE][QS]ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। [QE]
7. [QS]କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; [QE][QS]ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 150
ସଦାପ୍ରଭୁଙ୍କଠାରେ ନିର୍ଭର 1 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; *ତୁମ୍ଭେମାନେ କିପରି ମୋ’ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ ? 2 କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। 3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କ’ଣ କରି ପାରିବ ? 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ। 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 11 / 150
×

Alert

×

Oriya Letters Keypad References