ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, *[PE][QS]“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” *[PE][QS]“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; [QE][QS]ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। [QE]
3. [QS]ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; [QE][QS]ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” [QE]
4. [QS]ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, [QE][QS]“ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”[* ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21 ] [QE]
5. [QS]ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ [QE][QS]ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। [QE]
6. [QS]ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, [QE][QS]ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; [QE][QS]ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। [QE]
7. [QS]ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; [QE][QS]ଏହେତୁ ସେ ଆପଣା ମସ୍ତକ ଉଠାଇବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 110 / 150
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା 1 2 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, *“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” *“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” 4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”* ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21 5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। 6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। 7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 110 / 150
×

Alert

×

Oriya Letters Keypad References