ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା} [PS] ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, [QBR] “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” [QBR]
2. “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; [QBR] ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। [QBR]
3. ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; [QBR] ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” [QBR]
4. ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, [QBR] “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” [* ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21] [QBR]
5. ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ [QBR] ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। [QBR]
6. ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, [QBR] ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; [QBR] ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। [QBR]
7. ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; [QBR] ଏହେତୁ ସେ ଆପଣା ମସ୍ତକ ଉଠାଇବେ। [PE]

Notes

No Verse Added

Total 150 Chapters, Current Chapter 110 of Total Chapters 150
ଗୀତସଂହିତା 110:35
1. {ପରମେଶ୍ୱର ତାହାଙ୍କ ମନୋନୀତ ରାଜା} PS ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି,
“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
2. “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ;
ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
3. ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
4. ସଦାପ୍ରଭୁ ଶପଥ କରିଅଛନ୍ତି ଅନ୍ୟଥା କରିବେ ନାହିଁ,
“ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” * ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21
5. ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ
ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
6. ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ;
ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
7. ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;
ଏହେତୁ ସେ ଆପଣା ମସ୍ତକ ଉଠାଇବେ। PE
Total 150 Chapters, Current Chapter 110 of Total Chapters 150
×

Alert

×

oriya Letters Keypad References