1. {ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା} PS ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି,
“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” |
3. ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।” |
4. ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,
“ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” * ଦେଖନ୍ତୁ ଏବ୍ରୀ. 5:6; 6:20; 7:17,21 |
6. ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। |