ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ପରମେଶ୍ୱରଙ୍କ ସ୍ତୁତି } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ [QE][QS]ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। [QE]
2. [QS]ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, [QE][QS]ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। [QE]
3. [QS]ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; [QE][QS]ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। [QE]
4. [QS]ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; [QE][QS]ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। [QE]
5. [QS]ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; [QE][QS]ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। [QE]
6. [QS]ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ [QE][QS]ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି। [QE]
7. [QS]ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, [QE][QS]ତାହାଙ୍କ ବିଧିସକଳ ଅଟଳ। [QE]
8. [QS]ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; [QE][QS]ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। [QE]
9. [QS]ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; [QE][QS]ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; [QE][QS]ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। [QE]
10. [QS]ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; [QE][QS]ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; [QE][QS]ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 111 / 150
ପରମେଶ୍ୱରଙ୍କ ସ୍ତୁତି 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 3 ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। 6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇ ଅଛନ୍ତି। 7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ। 8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। 9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇ ଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 111 / 150
×

Alert

×

Oriya Letters Keypad References