ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଜ୍ଜନର ଆନନ୍ଦ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, [QE][QS]ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, [QE][QS]ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। [QE]
2. [QS]ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ [QE][QS]ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ। [QE]
3. [QS]ତାହାର ଗୃହରେ ଧନ ସମ୍ପତ୍ତି ଥାଏ [QE][QS]ଓ ତାହାର ଧର୍ମ ସଦାକାଳସ୍ଥାୟୀ [QE]
4. [QS]ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; [QE][QS]ସେ[* ସେ କିଅବା ସଦାପ୍ରଭୁ ] କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। [QE]
5. [QS]ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; [QE][QS]ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। [QE]
6. [QS]କାରଣ ସେ କଦାପି ବିଚଳିତ ନୋହିବ; [QE][QS]ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। [QE]
7. [QS]ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। [QE][QS]ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। [QE]
8. [QS]ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, [QE][QS]ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। [QE]
9. [QS]ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; [QE][QS]ତାହାର ଧର୍ମ ସଦାକାଳସ୍ଥାୟୀ; [QE][QS]ସମ୍ଭ୍ରମରେ ତାହାର ଶୃଙ୍ଗ[† ଶୃଙ୍ଗ ଅର୍ଥାତ୍ ବଳ ] ଉନ୍ନତ ହେବ। [QE]
10. [QS]ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; [QE][QS]ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; [QE][QS]ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 112 / 150
ସଜ୍ଜନର ଆନନ୍ଦ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ। 3 ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ 4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ* ସେ କିଅବା ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ। 6 କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଶୃଙ୍ଗ ଅର୍ଥାତ୍ ବଳ ଉନ୍ନତ ହେବ। 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 112 / 150
×

Alert

×

Oriya Letters Keypad References