ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, [QBR] ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, [QBR] ସଦାପ୍ରଭୁଙ୍କ ନାମର ପ୍ରଶଂସା କର। [QBR]
2. ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। [QBR]
3. ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ [QBR] ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। [QBR]
4. ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ [QBR] ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। [QBR] ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, [QBR]
5. ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, [QBR]
6. ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ? [QBR]
7. ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, [QBR]
8. ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। [QBR]
9. ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ [QBR] ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 Chapters, Current Chapter 113 of Total Chapters 150
ଗୀତସଂହିତା 113:21
1. {ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,
ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର,
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2. ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
3. ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
4. ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ
ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
5. ଯେ ଆକାଶ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
6. ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?
7. ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
8. ଦରିଦ୍ରକୁ ଧୂଳିରୁ ଉଠାନ୍ତି ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
9. ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ
ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE
Total 150 Chapters, Current Chapter 113 of Total Chapters 150
×

Alert

×

oriya Letters Keypad References