ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, [QE][QS]ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, [QE][QS]ସଦାପ୍ରଭୁଙ୍କ ନାମର ପ୍ରଶଂସା କର। [QE]
2. [QS]ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। [QE]
3. [QS]ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ [QE][QS]ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। [QE]
4. [QS]ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ [QE][QS]ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। [QE][QS]ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, [QE]
5. [QS]ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, [QE]
6. [QS]ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ? [QE]
7. [QS]ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, [QE]
8. [QS]ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। [QE]
9. [QS]ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ [QE][QS]ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 113 / 150
ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ? 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। 9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 113 / 150
×

Alert

×

Oriya Letters Keypad References