ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ନିସ୍ତାର ପର୍ବ ସଙ୍ଗୀତ } [QS]ଯେତେବେଳେ ଇସ୍ରାଏଲ ମିସରରୁ [QE][QS]ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; [QE]
2. [QS]ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ [QE][QS]ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, [QE]
3. [QS]ସମୁଦ୍ର ତାହା ଦେଖି ପଳାଇଲା; [QE][QS]ଯର୍ଦ୍ଦନ ଉଜାଣି ବହିଲା। [QE]
4. [QS]ପର୍ବତଗଣ ମେଷ ପରି ଓ [QE][QS]ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। [QE]
5. [QS]ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? [QE][QS]ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ? [QE]
6. [QS]ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, [QE][QS]ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ? [QE]
7. [QS]ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, [QE][QS]ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; [QE]
8. [QS]ସେ ଶୈଳକୁ ଜଳାଶୟ, [QE][QS]ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 114 / 150
ନିସ୍ତାର ପର୍ବ ସଙ୍ଗୀତ 1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; 2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା। 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। 5 ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ? 6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ? 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; 8 ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 114 / 150
×

Alert

×

Oriya Letters Keypad References