1. {ସଦାପ୍ରଭୁଙ୍କ ସ୍ତବଗାନ} PS ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;
ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। |
2. କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ
ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE |