ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁଙ୍କ ସ୍ତବଗାନ } [QS]ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; [QE][QS]ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। [QE]
2. [QS]କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ [QE][QS]ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 117 / 150
ସଦାପ୍ରଭୁଙ୍କ ସ୍ତବଗାନ 1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 117 / 150
×

Alert

×

Oriya Letters Keypad References