ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; *[PE][QS]ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। *[PE][QS]ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। [QE][QS]ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି। [QE]
3. [QS]ସଦାପ୍ରଭୁ ଚାଟୁବାଦୀ [QE][QS]ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ; [QE]
4. [QS]ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; [QE][QS]ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? [QE]
5. [QS]ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, [QE][QS]ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; [QE][QS]ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। [QE]
6. [QS]ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, [QE][QS]ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। [QE]
7. [QS]ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, [QE][QS]ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ। [QE]
8. [QS]ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ [QE][QS]ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
ସହାୟତା ପାଇଁ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। *ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; *ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। *ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି। 3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ; 4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। 6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। 7 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ। 8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
×

Alert

×

Oriya Letters Keypad References