ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ପ୍ରାର୍ଥନା} [PS] ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; [QBR] ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। [QBR]
2. ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। [QBR] ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି। [QBR]
3. ସଦାପ୍ରଭୁ ଚାଟୁବାଦୀ [QBR] ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ; [QBR]
4. ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; [QBR] ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? [QBR]
5. ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, [QBR] ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; [QBR] ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। [QBR]
6. ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, [QBR] ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। [QBR]
7. ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, [QBR] ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ। [QBR]
8. ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ [QBR] ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
ଗୀତସଂହିତା 12:61
ସହାୟତା ପାଇଁ ପ୍ରାର୍ଥନା 1 ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି। 2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି। 3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ; 4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା। 6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। 7 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ। 8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 150
Common Bible Languages
West Indian Languages
×

Alert

×

oriya Letters Keypad References