ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସାହାଯ୍ୟ ପ୍ରାର୍ଥନା } [QS]
2. [PS]*ଆରୋହଣ ଗୀତ। *[PE][PBR]ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, *[PE][QS]ତହିଁରେ ସେ ମୋତେ ଉତ୍ତର ଦେଲେ। *[PE][QS]ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ [QE][QS]ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। [QE]
3. [QS]ହେ ପ୍ରବଞ୍ଚକ ଜିହ୍ୱେ, [QE][QS]ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ? [QE]
4. [QS]ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। [QE]
5. [QS]ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। [QE][QS]ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। [QE]
6. [QS]ଶାନ୍ତି ଘୃଣାକାରୀ ଲୋକ ସହିତ [QE][QS]ମୋ’ ପ୍ରାଣ ଦୀର୍ଘ କାଳ ବାସ କରିଅଛି। [QE]
7. [QS]ମୁଁ ଶାନ୍ତି ଚାହେଁ; [QE][QS]ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
ସାହାଯ୍ୟ ପ୍ରାର୍ଥନା 1 2 *ଆରୋହଣ ଗୀତ। *ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, *ତହିଁରେ ସେ ମୋତେ ଉତ୍ତର ଦେଲେ। *ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। 3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ? 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। 5 ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। 6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋ’ ପ୍ରାଣ ଦୀର୍ଘ କାଳ ବାସ କରିଅଛି। 7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
×

Alert

×

Oriya Letters Keypad References