ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସାହାଯ୍ୟ ପ୍ରାର୍ଥନା} [PS] ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, [QBR] ତହିଁରେ ସେ ମୋତେ ଉତ୍ତର ଦେଲେ। [QBR]
2. ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ [QBR] ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। [QBR]
3. ହେ ପ୍ରବଞ୍ଚକ ଜିହ୍ୱେ, [QBR] ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ? [QBR]
4. ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। [QBR]
5. ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। [QBR] ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। [QBR]
6. ଶାନ୍ତି ଘୃଣାକାରୀ ଲୋକ ସହିତ [QBR] ମୋ’ ପ୍ରାଣ ଦୀର୍ଘ କାଳ ବାସ କରିଅଛି। [QBR]
7. ମୁଁ ଶାନ୍ତି ଚାହେଁ; [QBR] ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
ଗୀତସଂହିତା 120:132
ସାହାଯ୍ୟ ପ୍ରାର୍ଥନା 1 ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ। 2 ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର। 3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ ? 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। 5 ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। 6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋ’ ପ୍ରାଣ ଦୀର୍ଘ କାଳ ବାସ କରିଅଛି। 7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
Common Bible Languages
West Indian Languages
×

Alert

×

oriya Letters Keypad References