ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ଆମ ରକ୍ଷକ} [PS] ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; [QBR] କେଉଁଠାରୁ ମୋହର ସାହାଯ୍ୟ ଆସିବ ? [QBR]
2. ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, [QBR] ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। [QBR]
3. ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; [QBR] ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। [QBR]
4. ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, [QBR] ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। [QBR]
5. ସଦାପ୍ରଭୁ ତୁମ୍ଭର ରକ୍ଷକ; [QBR] ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। [QBR]
6. ଦିବସରେ ସୂର୍ଯ୍ୟ, କିଅବା [QBR] ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। [QBR]
7. ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; [QBR] ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। [QBR]
8. ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର [QBR] ଓ ଭିତରେ ଆସିବାର ରକ୍ଷା କରିବେ। [PE]

Notes

No Verse Added

Total 150 Chapters, Current Chapter 121 of Total Chapters 150
ଗୀତସଂହିତା 121:14
1. {ପରମେଶ୍ୱର ଆମ ରକ୍ଷକ} PS ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି;
କେଉଁଠାରୁ ମୋହର ସାହାଯ୍ୟ ଆସିବ ?
2. ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,
ସେ ଆକାଶ ପୃଥିବୀ ନିର୍ମାଣ କଲେ।
3. ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
4. ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି,
ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
5. ସଦାପ୍ରଭୁ ତୁମ୍ଭର ରକ୍ଷକ;
ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
6. ଦିବସରେ ସୂର୍ଯ୍ୟ, କିଅବା
ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।
7. ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;
ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
8. ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର
ଭିତରେ ଆସିବାର ରକ୍ଷା କରିବେ। PE
Total 150 Chapters, Current Chapter 121 of Total Chapters 150
×

Alert

×

oriya Letters Keypad References