ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ପରମେଶ୍ୱର ଆମ ରକ୍ଷକ } [QS][PS]*ଆରୋହଣ ଗୀତ। *[PE][PBR]ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; *[PE][QS]କେଉଁଠାରୁ ମୋହର ସାହାଯ୍ୟ ଆସିବ ? [QE]
2. [QS]ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, [QE][QS]ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। [QE]
3. [QS]ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; [QE][QS]ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। [QE]
4. [QS]ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, [QE][QS]ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। [QE]
5. [QS]ସଦାପ୍ରଭୁ ତୁମ୍ଭର ରକ୍ଷକ; [QE][QS]ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। [QE]
6. [QS]ଦିବସରେ ସୂର୍ଯ୍ୟ, କିଅବା [QE][QS]ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। [QE]
7. [QS]ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; [QE][QS]ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। [QE]
8. [QS]ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର [QE][QS]ଓ ଭିତରେ ଆସିବାର ରକ୍ଷା କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 121 / 150
ପରମେଶ୍ୱର ଆମ ରକ୍ଷକ 1 *ଆରୋହଣ ଗୀତ। *ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; *କେଉଁଠାରୁ ମୋହର ସାହାଯ୍ୟ ଆସିବ ? 2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। 3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। 4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। 5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। 6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। 7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। 8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 121 / 150
×

Alert

×

Oriya Letters Keypad References