ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଯିରୂଶାଲମର ପ୍ରଶଂସା } [QS]
2. [PS]*ଆରୋହଣ ଗୀତ; ଦାଉଦଙ୍କ ରଚିତ। *[PE][PBR]“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” *[PE][QS]ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। *[PE][QS]ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ [QE][QS]ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; [QE]
3. [QS]ହେ ଯିରୂଶାଲମ, [QE][QS]ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ; [QE]
4. [QS]ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ [QE][QS]ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା [QE][QS]ନିମନ୍ତେ ସେଠାରେ ଆରୋହଣ କରନ୍ତି। [QE]
5. [QS]କାରଣ ସେଠାରେ ବିଚାରାର୍ଥକ ସିଂହାସନ, [QE][QS]ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି। [QE]
6. [QS]ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; [QE][QS]ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ। [QE]
7. [QS]ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ [QE][QS]ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। [QE]
8. [QS]ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ [QE][QS]କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।” [QE]
9. [QS]ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ [QE][QS]ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 122 / 150
ଯିରୂଶାଲମର ପ୍ରଶଂସା 1 2 *ଆରୋହଣ ଗୀତ; ଦାଉଦଙ୍କ ରଚିତ। *“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” *ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। *ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; 3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ; 4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। 5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି। 6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ। 7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। 8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।” 9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 122 / 150
×

Alert

×

Oriya Letters Keypad References