ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {କୃପା ଭିକ୍ଷାର ପ୍ରାର୍ଥନା} [PS] ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, [QBR] ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। [QBR]
2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ [QBR] ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; [QBR] ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର [QBR] ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। [QBR]
3. ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; [QBR] କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। [QBR]
4. ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ [QBR] ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 123 / 150
ଗୀତସଂହିତା 123:38
କୃପା ଭିକ୍ଷାର ପ୍ରାର୍ଥନା 1 ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 123 / 150
Common Bible Languages
West Indian Languages
×

Alert

×

oriya Letters Keypad References