ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {କୃପା ଭିକ୍ଷାର ପ୍ରାର୍ଥନା} [PS] ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, [QBR] ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। [QBR]
2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ [QBR] ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; [QBR] ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର [QBR] ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। [QBR]
3. ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; [QBR] କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। [QBR]
4. ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ [QBR] ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। [PE]

Notes

No Verse Added

Total 150 Chapters, Current Chapter 123 of Total Chapters 150
ଗୀତସଂହିତା 123:53
1. {କୃପା ଭିକ୍ଷାର ପ୍ରାର୍ଥନା} PS ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ,
ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।
2. ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ
ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ;
ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର
ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
3. ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର;
କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
4. ସୁଖଶାଳୀମାନଙ୍କ ଉପହାସରେ ଅହଙ୍କାରୀମାନଙ୍କ
ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। PE
Total 150 Chapters, Current Chapter 123 of Total Chapters 150
×

Alert

×

oriya Letters Keypad References